ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ

Published By : Prameya-News7 Bureau | August 07, 2021 IST

ସୁନ୍ଦରଗଡ଼୦୭/୦୮: ସୁନ୍ଦରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ସୁନ୍ଦରଗଡରେ ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି ।

wp:gallery {"ids":[492091],"linkTo":"none"} /wp:gallery

ରାସ୍ତା ଘାଟ ଶୂନ ଶାନ ହେବା ସହ ଦୋକାନ ବଜାର ବନ୍ଦ ରହିଛି । ଶାନ୍ତି ସୃଙ୍ଖଳା ପାିଁ ପୋଲିସ ପକ୍ଷରୁ କଡ୍ଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଛକ ଛକରେ ଜଗିରହିଛନ୍ତି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.