Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ

7/08/2021 at 8:08 AM

ସୁନ୍ଦରଗଡ଼୦୭/୦୮: ସୁନ୍ଦରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ସୁନ୍ଦରଗଡରେ ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି ।

ରାସ୍ତା ଘାଟ ଶୂନ ଶାନ ହେବା ସହ ଦୋକାନ ବଜାର ବନ୍ଦ ରହିଛି । ଶାନ୍ତି ସୃଙ୍ଖଳା ପାିଁ ପୋଲିସ ପକ୍ଷରୁ କଡ୍ଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଛକ ଛକରେ ଜଗିରହିଛନ୍ତି ପୋଲିସ ।

   Related Posts