Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜିଲ୍ଲା ମାନ୍ୟତା ଦାବିରେ ୧୨ଘଣ୍ଟିଆ ବନ୍ଦ ପାଳନ

14/02/2019 at 7:57 AM

ବଣାଇ ୧୪|୨: ସୁନ୍ଦରଗଡ ଜିଲ୍ଲା ବଣାଇକୁ ଜିଲ୍ଲା ଘୋଷଣା କରିବା ଦାବି ନେଇ ବଣାଇ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସବୁ ରାଜନୈତିକ ଦଳ ସମର୍ଥନ କରୁଛନ୍ତି । କମିଟିର ସଦସ୍ୟ ମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ଯାନ ବାହାନକୁ ଅଟକାଉଛନ୍ତି । ଯାହା ଫଳରେ ଜାତୀୟ ରାଜପଥ ୫୨୦ ଏବଂ ୧୪୩ର ରାଜାମୁଣ୍ଡା ଓ ନରେନ୍ଦ୍ର ଛକଠାରେ ଅନେକ ଭାରି ଜାନ ଅଟକି ରହିଛି ।

   Related Posts