Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

୬ଦଫା ଦାବି ନେଇ ଆଜି ଝାରସୁଗୁଡା ବେଲପାହାଡ ବନ୍ଦ

16/11/2018 at 9:35 AM

ଝାରସୁଗୁଡା ୧୬|୧୧: ଆଜି ୧୨ ଘଣ୍ଟିଆ ଝାରସୁଗୁଡା ଜିଲ୍ଲା ବେଲପାହାଡ ବନ୍ଦ ରହିଛି । ୬ ଦଫା ଦାବିରେ ବଡ ଡାକରା ଦେଇଛି ନାଗରିକ ମଞ୍ଚ । ବେଲପାହାଡ ରେଳ ଷ୍ଟେସନକୁ ଆଦର୍ଶ ରେଳ ଷ୍ଟେସନ ମାନ୍ୟତା, ସାଧାରଣ ଯାତ୍ରୀଙ୍କ ଯାତାୟତ ପାଇଁ ଓଭର ବ୍ରିଜ, ଅନେକ ଏକ୍ସପ୍ରେସ ଟ୍ରେନର ରହଣି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ନାଗରିକ ମଞ୍ଚ । ବନ୍ଦ ପ୍ରଭାବରେ ଦୋକାନ ବଜାର, ସ୍କୁଲ କଲେଜ ବନ୍ଦ ରହିଛି । ବିକ୍ଷୋଭକାରୀମାନେ ଷ୍ଟେସନରେ ରେଳରୋକ ମଧ୍ୟ କରିଛନ୍ତି । ରେଳରୋକ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଉଦ୍ୟମ କରି ଜିଲ୍ଲା ପ୍ରଶାସନ ମଧ୍ୟସ୍ଥତାରେ ଗତ ସଂଧ୍ୟାରେ ବିଲାସପୁର ରେଳ ଡିଭିଜନ ଅଧିକାରୀ ଓ ନାଗରିକ ମଞ୍ଚ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବିଫଳ ହେବା ପରେ ଆଜି ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି।

   Related Posts