Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

୧୨ ଘଣ୍ଟିଆ ଚୌଦ୍ବାର ବନ୍ଦ

9/10/2020 at 11:37 AM

କଟକ୯/୧୦: ୧୨ ଘଣ୍ଟିଆ ଚୌଦ୍ବାର ବନ୍ଦ। ରାସ୍ତା ମରାମତି ଦାବିରେ ଚୌଦ୍ବାରର ବିଭିନ୍ନ ସାମାଜିକ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ ଡାକରା ଦିଆଯାଇଛି।ସକାଳ ୭ରୁ ସନ୍ଧ୍ୟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି।ଚୌଦ୍ବାର ଦେଇ ଯାଇଥିବା ୫୫ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି।ବାରମ୍ବାର ଦାବି ସତ୍ତ୍ବେ ରାସ୍ତା ମରାମତି କରାଯାଉନଥିବା ଅଭିଯୋଗରେ ଚୌଦ୍ବାରରେ ୧୨ ଘଣ୍ଟିଆ ବନ୍ଦ କରାଯାଇଛି।

   Related Posts