Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ : ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗ ସଂରକ୍ଷଣ ଉପେକ୍ଷା ପ୍ରତିବାଦ

25/10/2021 at 10:08 AM

କଳାହାଣ୍ଡି ୨୫।୧୦: ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗ ସଂରକ୍ଷଣ ଉପେକ୍ଷା ପ୍ରତିବାଦରେ କଳାହାଣ୍ଡି ବନ୍ଦ । ଓଡିଶା ସରକାର ପଛୁଆ ବର୍ଗମାନଙ୍କ ସାମ୍ବିଧାନିକ ଅଧିକାର ଓ ଶିକ୍ଷା, ଚାକିରୀ ରାଜନୀତିରେ ସଂରକ୍ଷଣ ଉଚ୍ଛେଦ ପ୍ରତିବାଦ କରି କଳାହାଣ୍ଡି ବନ୍ଦ ଡାକରା ଦେଇଛି ପଛୁଆ ବର୍ଗ ଜାତି ସମୂହ ।

୧୨ ଘଣ୍ଟିଆ ବନ୍ଦ ଡାକରାରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ଦ ପାଇଁ ଆନ୍ଦୋଳନକାରୀ ରାଜ୍ୟ ତଥା ଜାତୀୟ ରାଜପଥ ଅବରୋଧ କରିଛନ୍ତି । ପଛୁଆ ବର୍ଗ ସଂଗଠନ ପକ୍ଷରୁ ଜାତୀୟ ରାଜପଥ ୨୬ ଅବରୋଧ କରିବା ଫଳରେ ଭବାନୀପାଟଣାରୁ ଜୟପୁର ମଧ୍ୟରେ ଗାଡି ଚଳାଚଳ ଠପ୍ ହୋଇଛି ।

   Related Posts