ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ

Published By : Prameya-News7 Bureau | October 18, 2021 IST

ନୂଆପଡ଼ା ୧୮।୧୦: ଆଜି ୧୨ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ । ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଇଛି । ଅନେକ ସ୍ଥାନରେ ଗାଡ଼ି ଚଳାଚଳ ବନ୍ଦ ରହିଛି ।

ଖବର ଅନୁଯାୟୀ, ଆସନ୍ତା ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ପଛୁଆ ବର୍ଗଙ୍କୁ ଅଣଦେଖାକୁ ବିରୋଧ । ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ୩୫୩ ଅବରୋଧ କରାଯାଇଛି । ଅତ୍ୟାବଶ୍ୟକ ସେବାକୁ ବାଦ୍ ଦେଲେ ବାକି ସମସ୍ତ ସରକାରୀ , ବେସରକାରୀ ଅନୁଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.