Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ

18/10/2021 at 7:52 AM

ନୂଆପଡ଼ା ୧୮।୧୦: ଆଜି ୧୨ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ । ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଇଛି । ଅନେକ ସ୍ଥାନରେ ଗାଡ଼ି ଚଳାଚଳ ବନ୍ଦ ରହିଛି ।

ଖବର ଅନୁଯାୟୀ, ଆସନ୍ତା ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ପଛୁଆ ବର୍ଗଙ୍କୁ ଅଣଦେଖାକୁ ବିରୋଧ । ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ୩୫୩ ଅବରୋଧ କରାଯାଇଛି । ଅତ୍ୟାବଶ୍ୟକ ସେବାକୁ ବାଦ୍ ଦେଲେ ବାକି ସମସ୍ତ ସରକାରୀ , ବେସରକାରୀ ଅନୁଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଛି ।

   Related Posts