Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଭାରସାମ୍ୟ ହରାଇ ଓଲଟିଲା ଘରୋଇ ବସ୍, ୧୨ ଜଣ ଆହତ

23/09/2021 at 10:18 AM

ଭଞ୍ଜନଗର ୨୩।୯: ଭାରସାମ୍ୟ ହରାଇ ଓଲଟିଲା ଘରୋଇ ବସ୍ । ଦୁର୍ଘଟଣା ଫଳରେ ୧୨ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଲାଠିପଡାଠାରେ ଭାରସାମ୍ୟ ହରାଇ ବସଟି ଓଲଟିପଡିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଲାଠିପଡାଠାରେ ‘ନୀଳକଣ୍ଠ’ ନାମକ ବସଟି ଭାରସାମ୍ୟ ହରାଇ ଓଲଟିପଡିଛି । ବସ୍ ଓଲଟିବା ଯୋଗୁଁ ୧୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲକୁ ପଠାଯାଇଛି । ବସଟି ଗୌଡଗୋଠରୁ କୃଷକମାନଙ୍କୁ ନେଇ ଭଞ୍ଜନଗର ଆସୁଥିବା ବେଳେ ଦୁର୍ଘଟଣା ଘଟିଛି ।

   Related Posts