Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବିଜେଡି କର୍ମୀଙ୍କ ଗାଡିରୁ ୧୨ଲକ୍ଷ ଟଙ୍କା ଜବତ କରିଛି ଫ୍ଲାଇଂ ସ୍କ୍ବାର୍ଡ

2/04/2019 at 2:32 PM

ଭଟଲି ୨|୪:  ବିଜେଡି କର୍ମୀଙ୍କ ଗାଡିରୁ ୧୨ ଲକ୍ଷ ଟଙ୍କା ଜବତ ହୋଇଛି । ବରଗଡ ଭଟଲି ବଉଳସିଂହା ରୁ ଟଙ୍କା ଜବତ କରିଛି ଫ୍ଲାଇଂ ସ୍କ୍ବାର୍ଡ । ଅମ୍ବାଭୋନାର ବିଜେଡି କର୍ମୀ ପ୍ରେମ ପଟେଲଙ୍କ ଡଷ୍ଟର ଗାଡ଼ିରୁ ଏହି ଟଙ୍କା ଜବତ ହୋଇଛି । ଟଙ୍କା ଜବତ କରି ପୋଲିସ ତଦନ୍ତ କରୁଛି ।

ଟଙ୍କା ଜବତ ପରେ ପ୍ରେମ ପଟେଲ ପ୍ରତିକ୍ରିୟା ରଖିଛନ୍ତି । ଏହା ତାଙ୍କର ପେଟ୍ରୋଲ ପମ୍ପର ଟଙ୍କା ବୋଲି ସେ ଦାବି କରିଛନ୍ତି ।ତାଙ୍କ ମ୍ୟାନେଜର ଯୋଗେଶ ନାଏକ ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଉଥିଲେ ।

   Related Posts