Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ, ୩୪୭୧ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କାମାକ୍ଷାନଗରରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଙ୍ଘର୍ଷ : ଜଣେ ମୃତ, ୨ ଗୁରୁତର
  • ||
  • ନୟାଗଡ : ୫ ଦିନ ପରେ ମିଳିଳା ନିଖୋଜ ଶିଶୁକନ୍ୟାର ମୃତଦେହ, ଶରୀରଠୁ ଅଲଗା ହୋଇ ପଡିଛି ମୁଣ୍ଡ
  • ||
  • ଖୋର୍ଦ୍ଧା : ଠାକୁରପଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା ଘଟଣା, ୩ ଗିରଫ
  • ||
  • ଭୁବନେଶ୍ୱର : ୧୮ ଓ ୧୯ରେ ବଢିବ ବର୍ଷା, ୨୦ରୁ ବଦଳିବ ପାଗ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ବିଭିନ୍ନ ଅଞ୍ଚଳରେ ଡକାୟତିରେ ସଂପୃକ୍ତ ୧୨ ଡକାୟତଙ୍କୁ ଗିରଫ କଲା ସୋର ପୋଲିସ

30/10/2018 at 10:12 AM

ବାଲେଶ୍ବର ୩୦|୧୦:  ୧୨ ଡକାୟତଙ୍କୁ କାବୁ କଲା ସୋର ପୋଲିସ । ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ, ଭୁଜାଲି, ୧୦ଟି ବାଇକ୍, ୨୦ ମୋବାଇଲ, ଲାପଟପ ଓ ନଗଦ ୪୦ ଲକ୍ଷ ଟଙ୍କା ଜବତ ହୋଇଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଓ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଡକାୟତି କରୁଥିଲେ । ସମସ୍ତଙ୍କ ନାଁରେ ବିଭିନ୍ନ ଥାନାରେ ୩୫ରୁ ଉର୍ଦ୍ଧ୍ବ ମାମଲା ରହିଛି

   Related Posts