Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ବରଗଡରେ ଆଜି ୧୨ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା

1/07/2020 at 3:48 PM

ବରଗଡ଼ ୦୧।୦୭: ବରଗଡ଼ ଜିଲ୍ଲାରେ ଆଜି ପୁଣି ୧୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ନୂଆ ଆକ୍ରାନ୍ତ ବରଗଡ଼ ବ୍ଳକ କଟାପାଲି କଣ୍ଟେନମେଣ୍ଟ ଜୋନ୍‌ର ବୋଲି ଜଣାପଡିଛି । ସେମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି । ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ ହସ୍ପିଟାଲ ଏବଂ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

ତେବେ ଜିଲ୍ଲାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ମୋଟ ୧୦୯କୁ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩୭ ଜଣ ସୁସ୍ଥ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି । ସେହିପରି ୫୩ ଜଣ ଆକ୍ରାନ୍ତ କେବଳ କଟାପାଲି ପଂଚାୟତ କଣ୍ଟେନମେଣ୍ଟ ଜୋନର ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts