Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ସଂକ୍ରମିତ

12/06/2020 at 3:20 PM

ଭୁବନେଶ୍ୱର, ୧୨|୦୬:   ଶୁକ୍ରବାର ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୨୪୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୩୦ ଜଣ ଥିବା ବେଳେ ଖୋର୍ଧାର ୧୯, ବାଲେଶ୍ୱରରୁ ୧୪, ବଲାଙ୍ଗୀରରୁ ୧୨, ଢେଙ୍କାନାଳରୁ ୯ ଓ ନୟାଗଡ ଏବଂ ସୁନ୍ଦରଗଡରୁ ୭ ଜଣ ଲେଖାଏଁ ରହିଛନ୍ତି ।ସେହିପରି ଅନୁଗୁଳର ୬, କେଉଁଝରରୁ ୫, ଜଗତସିଂପୁର ଓ ପୁରୀର ୪, ଦେବଗଡ, କେନ୍ଦ୍ରାପଡା ଓ ଝାରସୁଗୁଡାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ, ଶୁକ୍ରବାର ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୮ରେ ପହଞ୍ଚିଛି । 

   Related Posts