Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୨୧୯ କରୋନା ସଂକ୍ରମିତ, ୩୦୨୭୯୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

9/11/2020 at 11:11 AM

ଭୁବନେଶ୍ବର ୦୯।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୭ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୦୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲରୁ ୧୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୭୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୮୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୯୮୪୫୫୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts