ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ଼ : ଭୁଲିଗଲା ସଂପର୍କ, ମଦ୍ୟପ ବାପାର କଟୁରୀ ଚୋଟରେ ପୁଅ ମୃତ
  • ||
  • ଗଞ୍ଜାମ: ତାରାତାରିଣୀଙ୍କ ପୀଠରେ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବ୍ୟସ୍ତ ମୁଖ୍ୟ ବିଶ୍ୱକର୍ମା
  • ||
  • ଉଦଳା: ପ୍ରେମିକାକୁ ଦେଖାକରିବାକୁ ଯାଇଥିଲେ ପ୍ରେମିକ ଧରାପଡିଗଲେ, ଦେଖାଇଲେ ବନ୍ଧୁକ
  • ||

ଆଜି ୧୨ ଘଣ୍ଟିଆ ବଣାଇ ବନ୍ଦ ; ୬ ଦଫା ଦାବି ନେଇ ବଣାଇ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବନ୍ଦ ପାଳନ

12/11/2018 at 12:39 PM

ସୁନ୍ଦରଗଡ ୧୨|୧୧:  ଆଜି ୧୨ ଘଣ୍ଟିଆ ବଣାଇ ବନ୍ଦ ରହିଛି । ୬ ଦଫା ଦାବି ନେଇ ବଣାଇ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଯୋଗୁଁ ଦୋକାନ ବଜାର, ଗାଡି ଚଳାଚଳ ବନ୍ଦ ରହିଛି । ନରେନ୍ଦ୍ର ଏବଂ ରାଜମୁଣ୍ଡା ଛକ ନିକଟରେ ଏନଏଚ ୨୧୫ ଏବଂ ୧୪୩କୁ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ । ଫଳରେ ରସ୍ତାରେ ଉଭୟ ପଟେ ଗାଡି ଗୁଡିକ ଅଟକ ରହିଛି ।

   Related Posts