Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୧୨ଜୀବନ, ଅନେକ ଆହତ

15/12/2019 at 9:23 AM

କାଠମାଣ୍ଡୁ ୧୫/୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ନେପାଳ ସିନ୍ଧୁପଲଚକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଏକ ଯାତ୍ରୀବାହୀ ବସ୍ ଯାତ୍ରା କରୁଥିବା ସମୟରେ ଦୁର୍ଘଟଣାରେ ସମ୍ମୁଖୀନ ହେଇଥିଲା । ୫୦ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିବା ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୨ଜଣଙ୍କ ମୁତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts