Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

୨ ଦିନରେ ୧୩ ଜୁଆଡି ଗିରଫ, ଲକ୍ଷାଧିକ ଟଙ୍କା ଜବତ

29/10/2020 at 8:14 AM

ଜି.ଉଦୟଗିରି ୨୯।୧୦: କନ୍ଧମାଳ ଜିଲ୍ଲାର ଜୁଆ ଆଡ୍ଡାର ପେଣ୍ଠସ୍ଥଳୀ କୁହାଯାଉଥିବା ଜି.ଉଦୟଗିରିରେ ବର୍ତ୍ତମାନ ପୋଲିସ କବଜା କରିବାରେ ଲାଗିଛି । ଦୁଇ ଦିନରେ ସହରର ଦୁଇଟି ବଡ ହୋଟେଲ ଓ ଲଜ୍ ଉପରେ ପୋଲିସ ଚଢାଉ କରି ୧୩ ଜଣଙ୍କୁ ଗିରଫ କରିଛି ।

ଏମାନଙ୍କ ମଧ୍ୟରେ କିଛି ସରକାରୀ କର୍ମଚାରୀ, ଜମି ମାଫିଆ, କଣ୍ଟ୍ରାକ୍ଟର, ହୋଟେଲ ମାଲିକ, ରାଜନେତା ଏବଂ ବ୍ୟବସାୟୀ ରହିଛନ୍ତି । ବର୍ଷ ସାରା ଏପରି ଜୁଆ ଖେଳ ହେଉଥିଲା । ଯାହା ଏଠିକାର ବୁଦ୍ଧିଜୀବୀ ମହଲରେ ଚିନ୍ତାର ବିଷୟ ହୋଇଥିଲା । ପୋଲିସର ଏହି ଚଢାଉକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।

   Related Posts