କେମିତି କଟିବ ବୁଧବାର ? ଜାଣନ୍ତୁ ୧୩ ତାରିଖ ରାଶିଫଳ

Published By : Prameya-News7 Bureau | January 12, 2021 IST

ମେଷ – ସକାଳର ଅନୁକୂଳ ଗ୍ରହସ୍ଥିତି ପାରିବାରିକ ସୁଖ,ଶରଧା ଓ ଆନନ୍ଦ ପ୍ରଦାନ କରିବ । କର୍ମାଧିପତି ଶନିଙ୍କ ପ୍ରାଧାନ୍ୟରୁ କର୍ମକ୍ଷେତ୍ରରେ ମର୍ଯାଦାଜନକ ସ୍ଥିତିରେ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ନବ ବରଷର ଗୁରୁଶୌରୀ ଯୋଗ ଆଜିର ଚନ୍ଦ୍ରଙ୍କ ସହ ସମ୍ବନ୍ଧ ସ୍ଥାପନ କରି ବନ୍ଧୁଙ୍କ ସହାୟତାରେ ଅର୍ଥ ଲାଭ କରିବେ । ମଜା ମଉଜ ମଦ୍‌ୟରେ ଅଧିକାଂଶ ସମୟ କଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ - ଆଜି ମୁଖଭାବରେ ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ହସିଲେ କଥା କହିବେ । ହାତକୁ ଖର୍ଚ୍ଚ କରି ଅନ୍ୟକୁ ଖୁଆଇ ପିଆଇ ଘରେ ବାହାରେ ସବୁଠି ଆଦର, ଅଭ୍ୟର୍ଥନା ଆପଣଙ୍କ ଲୋକପ୍ରିୟତାକୁ ବଢାଇ ଦେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ସ୍ୱଗୃହୀ ଚନ୍ଦ୍ର ଶାରୀରିକ ସୁସ୍ଥତା ସହ ନୂତନ ଉତ୍ସାହ, ଉଦ୍ଦୀପନା ସୃଷ୍ଟିକରି କର୍ମକ୍ଷେତ୍ରକୁ ସରସ ଓ ସୁନ୍ଦର କରିବ । କୌଣସି କ୍ଷେତ୍ରରେ ପ୍ରତିଦାନ ଆଶାକଲେ ନିରାଶ ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ସିଂହ – ଆଜି ବୁଧଙ୍କ ଶୁଭ ଦୃଷ୍ଟିରୁ କୌଣସି ସୂତ୍ରରୁ ଅର୍ଥଲାଭର ସମ୍ଭାବନା ରହିଛି । ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ ନିଜକୁ ବହୁମୂଲ୍ୟ ଦେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ଏକାଦଶସ୍ଥ ଚନ୍ଦ୍ର ଓ ଭାଗ୍ୟସ୍ଥାନକୁ ବୁଧାଦିତ୍ୟଙ୍କ ଦୃଷ୍ଟିରୁ ଆଜି ଦିନଟି ବହୁତ ଭଲ । ଉପକୃତ ବ୍ୟକ୍ତିଙ୍କ ଠାରୁ ଅଯାଚିତ ପ୍ରତିଦାନ ପାଇ ଖୁସି ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଚତୁର୍ଥଭାବସ୍ଥ ଶନି ହେତୁ ଘରୋଇ କ୍ଷେତ୍ରରେ ପରିବାରବର୍ଗଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ । ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା – ସମୟରେ ଅନୁକୂଳତା କାରଣରୁ କିଛି ନୂଆଁ କାମ ଆରମ୍ଭ କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ନୀଚସ୍ଥ ବୃହସ୍ପତିଙ୍କ ଦୋଷରୁ ପାରିବାରିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି । ମଙ୍ଗଳ ପ୍ରଭାବରେ ପ୍ରତ୍ୟେକ ସମସ୍ୟାର ସମ୍ମୁଖୀନ ହେବାର ତାକତ ରହିଛି କହିଲେ ଅତ୍ୟୁକ୍ତି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ସପ୍ତମସ୍ଥ ଚନ୍ଦ୍ର ହେତୁ ଦିନଟି ଖୁସି ଓ ଆନନ୍ଦରେ ଅତିବାହିତ ହେବ । ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ - ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଶାନ୍ତ ରହିବ । କାର୍ଯ୍ୟ ହାସଲ ସକାଶେ ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ - ରବି ଓ ବୁଧଙ୍କ ପ୍ରଭାବରେ ଆଜି କାର୍ଯ୍ୟବ୍ୟସ୍ତତାରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଖାଦ୍ୟପେୟ ଠିକ୍‌୍ ରହିବ ନାହିଁ । ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କାମ ଆରମ୍ଭ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.