ଶନିବାର, ୧୩ ତାରିଖ ରାଶିଫଳ : ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | March 12, 2021 IST

ମେଷ – କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବାର ସମ୍ଭାବନା ରହିଛି । କୃତ୍ତିକା ନକ୍ଷତ୍ର ସକାଶେ ତ୍ତ୍ରାତୃବର୍ଗ ଦ୍ୱାରା ସନସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ସମସ୍ୟା ମଧ୍ୟରେ ଗତିକରି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ବନ୍ଧୁଙ୍କ ସହ ଦୂର ଭ୍ରମଣର ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।

ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ମିଥୁନ - ଶତ୍ରୁମାନେ ବିବାଦକରି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି । ଅନ୍ୟମାନଙ୍କ ସହ ତୁଳନାତ୍ମକ ବିଚାର ଦ୍ୱାରା ନିଜକୁ ହେୟ ମନେ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଭଡା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ଚୌର ଭୟ ଅଛି ।

କର୍ମଜୀବି – କାମଟି ହଠାତ୍ ହୋଇଯିବ ।

ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ସିଂହ – ଉପରିସ୍ଥ କର୍ମଚାରୀ ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝି ପାରିବେନି । ବ୍ୟବସାୟ କ୍ଷେତ୍ରରୁ ଅଂଶଧନ ହିସାବରେ ଅଧିକ ଧନ ପାଇ ଖୁସି ହେବେ । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ ।  ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଦୀର୍ଘ ଦିନର ଆଶା ପୂରଣ ହେବା ସଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ । ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।  ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।

ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।

ରୋଗୀ- ୟୋଗା କରନ୍ତୁ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ତୁଳା – ଆଜି ଅର୍ଥ ଓ ସମ୍ମାନ ପାଇବା ସଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଜ୍ୟେଷ୍ଠା ନକ୍ଷତ୍ର ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । କାରଣ ନ ଥାଇ ଦୋଷୀ ସାବ୍ୟସ୍ତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ – ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକାର ମିଳିବ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସାବଧାନ ରହିବା ଭାଲ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜିର ସକାଳ ସକାଳ ଯାତ୍ରା ବେଶ୍ ପ୍ରୀତିପଦ ରହିବ । ଶ୍ରବଣା ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ  - ଆଶା କରିଥିବା ଖବରଟି ପଡୋଶୀଙ୍କ ଠାରୁ ପାଇ ଖୁସି ହେବେ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ସମ୍ପତ୍ତିକୁ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - ବିଭିନ୍ନ ପ୍ରକାରର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସନ୍ଦେହ ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ସୃଷ୍ଟି ହେବାର ସୂଚନା ରହିଛି । ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।

ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।

ରୋଗୀ- ସତର୍କତାର ଦିନ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.