Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଜାଭା ଦ୍ୱୀପରେ ଆଗ୍ନେୟ ଉଦ୍‌ଗୀରଣ, ୧୩ ମୃତ: ଉଦ୍ଧାର କାର୍ଯ୍ୟ ଜାରି

5/12/2021 at 10:38 AM

ନୂଆଦିଲ୍ଲୀ ୦୫/୧୨: ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଆଗ୍ନେୟଗିରି ବିସ୍ଫୋରଣ ହେତୁ ମୃତ୍ୟୁ ସଂଖ୍ୟା ୧୩ରେ ପହଞ୍ଚିଛି । ରବିବାର ଜାତୀୟ ଗଣମାଧ୍ୟମରେ ଏନେଇ ସୂଚନା ଦିଆଯାଇଛି ।

ଇଣ୍ଡୋନେସିଆର ବିପର୍ଯ୍ୟୟ ପରିଚାଳନା ଏଜେନ୍ସି ମୁଖପାତ୍ର ଅବଦୁଲ ମୁହାରୀ କହିଛନ୍ତି ଯେ ମୃତ୍ୟୁବରଣ କରିଥିବା ୧୩ ଜଣଙ୍କ ମଧ୍ୟରୁ ଦୁଇଜଣଙ୍କର ପରିଚୟ ମିଳିଛି । ଏହି ପ୍ରାକୃତିକ ବିପର୍ଯ୍ୟୟରେ ଅନେକ ଲୋକ ଆହତ ହୋଇଛନ୍ତି, ଯେଉଁଥିରେ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଆଗ୍ନେୟଗିରି ବିସ୍ଫୋରଣ ହେତୁ ଅଧିକାଂଶ ଲୋକ ଜଳିଯାଇଛନ୍ତି ବୋଲି ସରକାର କହିଛନ୍ତି ।

ସୂଚନା ଥାଉକି, ଇଣ୍ଡୋନେସିଆର ଟୋବେଲୋ ଠାରୁ ୨୫୯ କିଲୋମିଟର ଦୂରରେ ସକାଳେ ଭୂକମ୍ପ ଅନୁଭୂତ ହୋଇଥିଲା । ଆମେରିକାର ଜିଓଲୋଜିକାଲ ସର୍ଭେରୁ ମିଳିଥିବା ସୂଚନା ଅନୁଯାୟୀ, ରିଚ୍ଟର ସ୍କେଲରେ ଏହି ଭୂକମ୍ପର ମାତ୍ରା ୬.୦ ରେକର୍ଡ କରାଯାଇଛି । ତେବେ କ୍ଷୟକ୍ଷତିର କୌଣସି ଖବର ନାହିଁ ।

   Related Posts