Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

କରୋନା ପରିଚାଳନା ବିଫଳତା ବିରୋଧୀ ପ୍ରତିବାଦ, ୨୬ରେ ରାଜରାସ୍ତାକୁ ଓହ୍ଲାଇବ ମିଳିତ ବିରୋଧୀ ଦଳ

24/06/2020 at 1:03 PM

ଭୁବନେଶ୍ବର ୨୪।୬: ଓଡ଼ିଶାର ୧୩ଟି ବିରୋଧୀ ରାଜନୈତିକ ଦଳ କରୋନା ପରିଚାଳନା ବିଫଳତା ବିରୋଧରେ ଏବଂ ଲୋକଙ୍କ ଜୀବନ ଜୀବିକାର ସୁରକ୍ଷା ଦାବିରେ ଏକାଠି ହୋଇଛନ୍ତି । ଆସନ୍ତା ୨୬ ତାରିଖରେ ଏଥିପାଇଁ ଆୟୋଜିତ ହେବ ମିଳିତ ପ୍ରତିବାଦ ।

ମାଷ୍ଟରକ୍ୟାଣ୍ଟିନଠାରେ ପ୍ରତିବାଦ ପ୍ରଦର୍ଶନ ସହିତ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବ । ମିଳିତ ବିରୋଧୀ ଦଳମାନଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ଆଜି ଭୁବନେଶ୍ବରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

   Related Posts