ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
27/11/2020 at 9:09 AM

ଭୁବନେଶ୍ବର୨୭/୧୧: ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପଙ୍ଖାରେ ରଶି ଲଗାଇ ୧୪ ବର୍ଷ ଝିଅ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି।
ଏହି ଘଟଣା ସଂପର୍କରେ ମଙ୍ଗଳପୁର ପୋଲିସ୍ ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତ ନାବାଳିକା ନିକଟସ୍ଥ ୧୦ ଶ୍ରେଣୀରେ ପଢ଼ୁଥିଲେ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡି ନାହିଁ।
Related Posts
ଏବର୍ଷ ହେବନି ଓଳାଶୁଣୀ ଗୁମ୍ଫା ଯାତ୍ରା
25 January 2021
ବଲାଙ୍ଗୀର ଜିଲ୍ଲାର ଚାଷୀ କରିବେ ଟ୍ରାକ୍ଟର- ବାଇକ୍ ରାଲି
25 January 2021