Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ

27/11/2020 at 9:09 AM

ଭୁବନେଶ୍ବର୨୭/୧୧: ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପଙ୍ଖାରେ ରଶି ଲଗାଇ ୧୪ ବର୍ଷ ଝିଅ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି।

ଏହି ଘଟଣା ସଂପର୍କରେ ମଙ୍ଗଳପୁର ପୋଲିସ୍ ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତ ନାବାଳିକା ନିକଟସ୍ଥ ୧୦ ଶ୍ରେଣୀରେ ପଢ଼ୁଥିଲେ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡି ନାହିଁ।    

   Related Posts