Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||

ଏକା ଥରକେ ୧୪ ଟି ବିରଳ ବ୍ରହ୍ମ କମଳ ଫୁଲ

20/07/2018 at 7:55 AM

ଆଠଗଡ ସହର ରଥଗଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ ପ୍ରାଣକୃଷ୍ଣ ଦାଶଙ୍କ ଘରେ ଆଜି ରାତିରେ ଏକା ଥରକେ ୧୪ ଗୋଟି ବିରଳ ବ୍ରହ୍ମ କମଳ ଫୁଲ ଫୁଟିବାର ଦେଖିବାକୁ ମିଳିଥିଲା | ସେ ଏହା ପରେ ବ୍ରହ୍ମ କମଳ ଗଛକୁ ବନ୍ଦା ପନା କରି ଫୁଲଗୁଡିକୁ ତୋଳିଥିଲେ | ପରେ ଶ୍ରୀ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଙ୍କ ନିକଟରେ ଏହି ବ୍ରହ୍ମ କମଳ ଫୁଲଗୁଡିକୁ ତାଙ୍କ ମସ୍ତକରେ ଚଢା ଯାଇଛି | ବ୍ରହ୍ମ କମଳ ଫୁଲ ଏତେ ପରିମାଣରେ ଫୁଟିବା ନେଇ ଶ୍ରୀ ଦାଶଙ୍କ ପରିବାରରେ ଆନନ୍ଦର ଲହରୀ ଖେଳିଯାଇଛି |

   Related Posts