Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍‌ରେ କୁକୁର କାମୁଡାରେ ୧୪କର୍ମଚାରୀ ଆହତ

30/03/2019 at 11:09 AM

ରାଉରକେଲା ୩୦|୩ : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍ ଭିତରେ ପାଗଳ କୁକୁର ଉତ୍ପାତ କରୁଛନ୍ତି । ଷ୍ଟିଲ୍ ପ୍ଲାଣ୍ଟ୍ ଭିତରେ ୩ରୁ ୪ଟି ପାଗଳ କୁକୁର କର୍ମଚାରୀମାନଙ୍କୁ ଗୋଡାଇ ଗୋଡାଇ କାମୁଡିଛନ୍ତି ।  ଫଳରେ ୧୪ଜଣ କର୍ମଚାରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଛି । ପାଗଳ କୁକୁରମାନଙ୍କୁ ଧରିବା ପାଇଁ ଯୋଜନା ଚାଲିଛି ।

   Related Posts