Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୧୪ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

2/09/2018 at 3:17 PM

ଭୁବନେଶ୍ୱର ୨/୯ : ୧୪ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ | ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ, ଝାରସୁଗୁଡା, ଯାଜପୁରରେ ବର୍ଷା ସମ୍ଭାବନା ରହିଛି | ଢେଙ୍କାନାଳ, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ସୋନପୁର, ବଲାଙ୍ଗିରରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ଦିନ ୧୨.୩୦ରୁ ଅପରାହ୍ନ ୪.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି |

   Related Posts