Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନେଇ ଚିନ୍ତାରେ ଚାଷୀ, ୧୪ ପଞ୍ଚାୟତ ପ୍ରଭାବିତ

15/09/2021 at 1:14 PM

ପଟ୍ଟାମୁଣ୍ଡାଇ ୧୫।୯: ଲଗାଣ ବର୍ଷାରେ ସ୍ଥିତି ବେହାଲ ହୋଇଥିବା ବେଳେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନେଇ ଚିନ୍ତାରେ ଚାଷୀ । ପଟ୍ଟାମୁଣ୍ଡାଇ ବ୍ଲକର ୧୪ଟି ପଞ୍ଚାୟତ ତଥା ୨୫ ଗାଁ ପ୍ରଭାବିତ ହୋଇଛି । ପ୍ରଶାସନ ସମ୍ଭାବ୍ୟ ବନ୍ୟା ମୁକାବିଲାକୁ ନେଇ ପ୍ରସ୍ତୁତି ଜୋରଦାର କରିଛି ।

ପେଣ୍ଠପାଳଠାରେ ଏକ ଓଡ୍ରାଫ୍ ଟିମ୍ କୁ ସଜାଗ ରଖିବା ସହିତ ଆବଶ୍ୟକ ପଡିଲେ ରାତି କି ଖାଦ୍ୟ ଦେବାକୁ ସଜାଗ ରହିଛି ଜିଲ୍ଲା ପ୍ରଶାସନ । ଅନ୍ୟପଟେ ବ୍ରାହ୍ମଣୀ ଜଳସ୍ତର ବଢିବାରେ ଲାଗିଛି । ଯାହା ଫଳରେ ଚାଷ ଉପରେ ପ୍ରଭାବ ପକାଇବ ବୋଲି ଚିନ୍ତାରେ ଚାଷୀ କୂଳ ।

   Related Posts