Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୪୦ କରୋନା ଆକ୍ରାନ୍ତ

9/06/2020 at 3:08 PM

ଭୁବନେଶ୍ୱର, ୦୯|୦୬: ମଙ୍ଗଳବାର ରାଜ୍ୟରେ ଆହୁରି ୧୪୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକର ୨୪ ଜଣ ଥିବା ବେଳେ ଗଞ୍ଜାମର ୨୨, ନୂଆପଡାର ୨୧, ଯାଜପୁରର ୧୧, ଖୋର୍ଧାର ୧୧ ଓ ଜଗତସିଂପୁରରୁ ୧୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ସୁନ୍ଦରଗଡର ୮, ବଲାଙ୍ଗୀର ଓ ଭଦ୍ରକର ୭ଜଣ ଲେଖାଏଁ, ଢେଙ୍କାନାଳର ୫, ବରଗଡ, କେନ୍ଦ୍ରାପଡାର ଓ ସମ୍ବଲପୁରର ୩ଜଣ ଲେଖାଏଁ ଏବଂ ବାଲେଶ୍ୱର ଓ ପୁରୀରର ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ମଙ୍ଗଳବାର ଦିନ ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । 

   Related Posts