Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଆଜି ପବିତ୍ର ଅଁଳା ନବମୀ: ଧବଳେଶ୍ଵରଙ୍କ ପୀଠରେ ବନ୍ଦ ରହିବ ଦର୍ଶନ, ମନ୍ଦିର ଚାରିପଟେ ଓ ମୁଖ୍ୟ ରାସ୍ତାରେ ୧୪୪ ଧାରା ଜାରି

23/11/2020 at 12:14 PM

ଆଠଗଡ଼ ୨୩।୧୧: ଆଜି ପବିତ୍ର ଅଁଳା ନବମୀ।  କରୋନା କଟକଣା ପାଇଁ ଧବଳେଶ୍ଵରଙ୍କ ପୀଠରେ ବନ୍ଦ ରହିବ ଦର୍ଶନ। ମନ୍ଦିର ଚାରିପଟେ ଓ ମୁଖ୍ୟ ରାସ୍ତାରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ଏହି ସମୟରେ ରାସ୍ତାରେ କୌଣସି ଭକ୍ତି ଠିଆ ହୋଇପାରିବେନି । ଏନେଇ ସୂଚନା ଦେଲେ ଆଠଗଡ ଉପଜିଲ୍ଲାପାଳ।

ଆଜି ହେଉଛି କାର୍ତ୍ତିକ ମାସର ଚତୁର୍ଥ ସୋମବାର ତଥା ଶେଷ ସୋମବାର । ଏହି ଦିନ ଦେବ ଦେବ ମହାଦେବ ଙ୍କୁ ଦର୍ଶନ କଲେ କୋଟି ଜନ୍ମ ର ପୂଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ପ୍ରଥା ରହିଛି । ଯେଉଁଠି ହଜାର ହଜାର ଶ୍ରଦ୍ଧାଳୁ ଆସି ବାବା ଧବଳେଶ୍ବରଙ୍କୁ ଦର୍ଶନ କରୁଥିଲେ । ସେଠି କୋଭିଡ କଟକଣା ପାଇଁ ଶ୍ରଦ୍ଧାଳୁ ମାନଙ୍କୁ ନିରାଶ ହେବାକୁ ପଡୁଛି। ରାତି ୪ ଟାରୁ ପହଡ ଖୋଲାଯାଇ ୧୦୮ କଳସ ପବିତ୍ର ଜଳରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ ସହିତ ବାବାଙ୍କର ରୀତି ନୀତି କରାଯାଇଥିଲା ।

   Related Posts