Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଦୀପାବଳି ପାଇଁ ଲାଗିଲା କଟକଣା, ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

3/11/2021 at 1:27 PM

ପୁରୀ ୦୩।୧୧: ଦୀପାବଳୀ ପାଇଁ ଲାଗିଲା କଟକଣା । ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ହେଲା ଲାଗୁ । ଭିଡ଼କୁ ଦେଖି ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ।

ଖବର ଅନୁଯାୟୀ, ଆସନ୍ତାକାଲି ପବିତ୍ର ଦୀପାବଳୀ । ଦୀପାବଳି ଉପଲକ୍ଷେ ପୁରୀ ଆସୁଥିବା ପର୍ଯ୍ୟଟକଙ୍କ ଭିଡ଼ ଓ  ଉପଲକ୍ଷେ ଗୟା ଶ୍ରାଦ୍ଧ ଦେବା ପାଇଁ ଆସିବାକୁ ଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ଏହି କଟକଣା ଜାରି କରାଯାଇଛି । ଆସନ୍ତାକାଲି ଭୋର ୪ଟାରୁ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଜାରି କରାଯାଇଛି । ଏହାସହିତ ଶ୍ରୀମନ୍ଦିର ଚତୁପାର୍ଶ୍ବରେ କାଉଁରିଆ ଜାଳିବା କିମ୍ବା କୌଣସି ଶ୍ରାଦ୍ଧ ପିଣ୍ଡ ଦେବାକୁ ବାରଣ ହୋଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

   Related Posts