Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ଆସନ୍ତାକାଲି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ

22/06/2021 at 7:25 AM

ପୁରୀ ୨୨।୦୬: ପୁରୀରେ ସ୍ନାନ ପୂର୍ଣ୍ଣିମା ଅବସରରେ ୧୪୪ ଧାରା ଜାରି। ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।

ଆସନ୍ତା ୨୩ ତାରିଖ ରାତ୍ର ୧୦ ଘଣ୍ଟିକାରୁ ୨୫ ତାରିଖ ଭୋର ୨ ଘଣ୍ଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ କରାଯିବ ନାହିଁ। ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରିଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

   Related Posts