Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଧବଳେଶ୍ୱର ପୀଠରେ ୧୪୪ ଧାରା, ଆସନ୍ତାକାଲି ସକାଳ ୪ରୁ ରାତି ୧୦ଯାଏଁ କଟକଣା

3/11/2021 at 2:05 PM

ଆଠଗଡ଼ ୦୩।୧୧: ପୁଣି ଲାଗିଲା ୧୪୪ ଧାରା । କଟକ ଜିଲ୍ଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ଲାଗିଛି ୧୪୪ ଧାରା । ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଛି । ଉପ-ଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ ଏହି ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ତେବେ ଏହି ଦୀପାବଳି ପର୍ବ ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି ଆଠଗଡ଼ ପ୍ରଶାସନ କଟକଣା ଜାରି କରିଛନ୍ତି । କୋଭିଡ଼ ନିୟମ ଅନୁଯାୟୀ ଆସନ୍ତାକାଲି ମାନେ ୪ ତାରିଖ ଭୋର ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଧବଳେଶ୍ୱର ପୀଠରେ ୧୪୪ଧାରା ଜାରି କରାଯାଇଛି । ଯାହାଫଳରେ ବୀପାବଳିରେ ବାବା ଧବନେଶ୍ୱରଙ୍କ ଦର୍ଶନରୁ ସାଧାରଣ ଲୋକେ ବଞ୍ଚିତ ହେବେ , କିନ୍ତୁ ବାବାଙ୍କ ନୀତିକାନ୍ତି ସୂଚାରୁ ରୂପେ ପାଳନ କରାଯିବ ବୋଲି ଉପ-ଜିଲ୍ଲାପାଳ କହିଛନ୍ତି । କରୋନା ସଂକ୍ରମଣକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଛି ।

   Related Posts