Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ

16/04/2021 at 4:33 PM

ଭୁବନେଶ୍ବର ୧୬।୪: ଭୁବନେଶ୍ବର ୟୁପିଡ଼ିରେ ଜାରି ହେବ ୧୪୪ ଧାରା ।  ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ରାଜଧାନୀରେ ପୋଲିସ ଫୋର୍ସ ମୁତୟନ ପାଇଁ ୨୭ଟି ସ୍ଥାନ ନିରୂପଣ କରାଯାଇଛି ।  ପ୍ରତି ଚିହ୍ନଟ ସ୍ଥାନରେ ନାକାବନ୍ଦୀ କରାଯିବ । ବ୍ୟାରିକେଟ୍ କରାଯାଇ ପ୍ରତି ପୋଷ୍ଟରେ ତଲାସୀ ଅଭିଯାନକୁ ଜୋରଦାର କରାଯିବ ।

ଗହଳିପୂର୍ଣ୍ଣ ସ୍ଥାନକୁ ଚିହ୍ନଟ କରିଛି କମିଶନରେଟ୍ ପୋଲସ । ଏହି ଗହଳି ସ୍ଥାନକୁ ଖାଲି କରିବା ପାଇଁ ଡ଼ାକବାଜି ଯନ୍ତ୍ରରେ ପ୍ରଚାର ପ୍ରସାର କରାଯାଇ ଲୋକମାନଙ୍କ ସଚେତନ କରାଯିବ । ଅମାନିଆଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କମିଶନରେଟ୍ ପୋଲିସ । ପ୍ରତି ଅଞ୍ଚଳରେ ପୋଲିସ ପିସିଆର ଓ ପୋଲିସ ଗାଡି ପାଇଁତରା ମାରିବେ ।  ଏ ନେଇ ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

   Related Posts