Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

10/06/2020 at 3:38 PM

ଭୁବନେଶ୍ୱର ୧୦|୦୬: ବୁଧବାର ରାଜ୍ୟରେ ଆହୁରି ୧୪୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୨ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫୭ଜଣ , ଖୋର୍ଦ୍ଧାରୁ ୨୬ଜଣ, ବଲାଙ୍ଗୀରରୁ ୧୧ଜଣ, ଜଗତସିଂହପୁରରୁ ୮ଜଣ, ବାଲେଶ୍ୱର, ଯାଜପୁର ଓ ନୟାଗଡ ଜିଲ୍ଲାରୁ ୭ଜଣ ଲେଖାଏଁ , ଭଦ୍ରକ, କେନ୍ଦ୍ରାପଡା ଓ ପୁରୀରୁ ୫ଜଣ ଲେଖାଏଁ , ସୁନ୍ଦରଗଡ ଜିଲ୍ଲାରୁ ୪ଜଣ , କେନ୍ଦୁଝର ଜିଲ୍ଲାରୁ ୩ଜଣ, କଟକରୁ ୨ଜଣ ସହିତ ବୌଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବୁଧବାର ଦିନ ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । 

   Related Posts