Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ସୁଙ୍କି ଘାଟିରେ ଓଲଟିଲା ବସ୍, ୧୫ରୁ ଅଧିକ ଯାତ୍ରୀ ଆହତ

7/06/2019 at 7:51 AM

ଜୟପୁର ୭|୬: ଜୟପୁରରେ ସୁଙ୍କି ଘାଟିରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍ । ୧୫ରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି । ବସ୍ କଣ୍ଡକ୍ଟର ଗୁରୁତର ହୋଇଛନ୍ତି । ଏବେବି ବସ୍ ଭିତରେ ଫଶି ରହିଛନ୍ତି କଣ୍ଡକ୍ଟର । ନଡ଼ିଆରାଣୀ ନାମକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି  ।

   Related Posts