Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଚା’ ରେ ମିଶିଲା ବିଷ, ୧୫ରୁ ଅଧିକ ଗୁରୁତର

11/03/2020 at 9:19 AM

ଜଳେଶ୍ବର ୧୧।୩:  ବାଲେଶ୍ଵର ଜିଲ୍ଲା ରଣସିଂହ ଗ୍ରାମରେ ଚା’ ପିଇ ୧୫ରୁ ଅଧିକ ଲୋକେ ଗୁରୁତର ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗାଁକ ଜୈନିକ ବ୍ୟକ୍ତିଙ୍କ ବିବାହ ଭୋଜି ପାଇଁ ଗ୍ରାମବାସୀ ଗ୍ରାମକର୍ତ୍ତା ହିସାବରେ ଭୋଜି ପ୍ରସ୍ତୁତି ପାଇଁ ଯାଇଥିଲେ ସକାଳୁ ଚା’ ପିଇ ସାରିବା ୧୫ ଜଣ ଅସୁସ୍ଥ ହୋଇ ପଡିଥିଲେ ।

ତେବେ ସେମାନଙ୍କୁ ପ୍ରଥମେ ଶ୍ରଦ୍ଧାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ବେଳେ ସେମାନଙ୍କ ମଧ୍ୟରୁ ୭ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୋଗରାଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ ଅସାବଧାନତା ଯୋଗୁଁ ଚା’ରେ ଚା’ ପତି ବଦଳରେ କୀଟନାଶକ ମିଶିଥିବାର ଜଣାପଡିଛି ।

   Related Posts