Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍ : ୧୫ ଆହତ

16/09/2019 at 3:10 PM

କେନ୍ଦୁଝର୧୬/୯: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଛି ପାସେଞ୍ଜର ବସ୍।ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

କାଞ୍ଜିପାଣି ଘାଟିରେ ପାସେଞ୍ଜର ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦୁଝରରୁ କରଦାଙ୍ଗି ଗାଁକୁ ପାସେଞ୍ଜର ନେଇ ଯାଉଥିଲା ବସ୍। ଘାଟି ଓହ୍ଲାଇଲା ବେଳେ ବ୍ରେକ୍‌ ଫେଲ ହୋଇ ରାସ୍ତା କଡକୁ ବସଟି  ଓଲଟି ପଡିଥିଲା।

   Related Posts