Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ରାଜ୍ୟରେ କରୋନା ନେଲା ଆଉ ୧୫ଜଣଙ୍କ ଜୀବନ, ୨୦୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

4/05/2021 at 8:37 AM

ଭୁବନେଶ୍ୱର ୦୪।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୫ ଜଣ,ରାୟଗଡ଼ାରୁ ୩ ଜଣ,ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts