Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା

7/12/2021 at 9:25 AM

ଭୁବନେଶ୍ୱର ୦୭।୧୨: ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୧୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts