ସୁସ୍ଥ ହେଲେ ଆଉ ୧୫୨୧ କରୋନା ଆକ୍ରାନ୍ତ, ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ଟପିଲା

Published By : Prameya-News7 Bureau | August 15, 2020 IST

ଭୁବନେଶ୍ୱର, ୧୫|୦୮: ଶନିବାର ରାଜ୍ୟରେ ଆଉ ୧୫୨୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୭୨୬ରେ ପହଁଚିଛି ।

wp:html /wp:html

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୭୨ଜଣ ଥିବା ବେଳେ ଖୋର୍ଧାରୁ ୨୩୧,  କଟକରୁ ୧୬୬, ରାୟଗଡାରୁ ୯୩, ସୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧, ନୟାଗଡରୁ ୫୬, ଗଜପତିରୁ ୫୪, ସମ୍ବଲପୁରରୁ ୫୪, ଯାଜପୁରରୁ ୫୨, କୋରାପୁଟରୁ ୪୬, ଭଦ୍ରକରୁ ୨୬ ଜଣ ରହିଛନ୍ତି ।

wp:html /wp:html

ଏତତ୍ ବ୍ୟତୀତ କନ୍ଧମାଳରୁ ୨୬, ମାଲକାନଗିରିରୁ ୨୨, କେଉଁଝରରୁ ୧୯, ଜଗତସିଂପୁରରୁ ୧୬, ଅନୁଗୋଳରୁ ୧୩, ବଲାଙ୍ଗୀରରୁ ୧୩,  କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, ଝାରସୁଗୁଡାରୁ ୧୦, ସୋନପୁରରୁ ୯, ମୟୂରଭଞ୍ଜରୁ ୬, ବୌଦ୍ଧରୁ ୫ ଓ ନବରଙ୍ଗପୁରରୁ ୨ଜଣ ଆରୋଗ୍ୟ ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.