ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
22/01/2021 at 12:31 PM

ଭୁବନେଶ୍ବର ୨୨।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 21st January, 2021
— I & PR Department, Odisha (@IPR_Odisha) January 22, 2021
New Positive Cases: 154
In quarantine: 89
Local contacts: 65
(Details of local contacts will be shared by concerned Dist Administration)
District Wise Cases:
1. Angul: 10
2. Balasore: 11
3. Bargarh: 9
4. Bhadrak: 8
5. Balangir: 3
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
6. Boudh: 1
— I & PR Department, Odisha (@IPR_Odisha) January 22, 2021
7. Cuttack: 9
8. Dhenkanal: 1
9. Gajapati: 3
10. Jagatsinghpur: 5
11. Jajpur: 6
12. Jharsuguda: 6
13. Kendrapada: 1
14. Keonjhar: 5
15. Khurda: 12
16. Nayagarh: 1
17. Nuapada: 4
18. Puri: 18
19. Sambalpur: 19
20. Sonepur: 2
— I & PR Department, Odisha (@IPR_Odisha) January 22, 2021
21. Sundargarh: 18
22. State Pool: 2
New recoveries: 224
Cumulative tested: 7501691
Positive: 334020
Recovered: 330545
Active cases: 1519
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୦୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୫୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୦୧୬୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।