Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସୁସ୍ଥ ହେଲେ ଆଉ ୧୫୪୪ କରୋନା ଆକ୍ରାନ୍ତ, ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା

8/08/2020 at 6:59 PM

ଭୁବନେଶ୍ୱର, ୦୮|୦୮:   ଶନିବାର ରାଜ୍ୟରେ ଆଉ ୧୫୪୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୦୨୪୧ରେ ପହଁଚିଛି ।

ଗଞ୍ଜାମ ଜିଲ୍ଲାରୁ ୫୬୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯,କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬, ରାୟଗଡାରୁ ୩୬, ଯାଜପୁରରୁ ୩୪ ଜଣ ରହିଛନ୍ତି । ସେହିପରି ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡାରୁ ୨୧,କେଉଁଝରରୁ ୧୭, ବରଗଡରୁ ୧୬, ବଲାଙ୍ଗୀରରୁ ୧୬, ଢେଙ୍କାନାଳରୁ ୧୩, ମୟୂରଭଞ୍ଜରୁ ୧୨, ଭଦ୍ରକ, ଜଗତସିଂପୁର, ସୋନପୁରରୁ ୬ଜଣ ଲେଖାଏଁ, ଅନୁଗୋଳ, ନୂଆପଡାରୁ ୬ଜଣ ଲେଖାଏଁ, ଝାରସୁଗୁଡାରୁ ୩ ଓ ନବରଙ୍ଗପୁରରୁ ୪ଜଣ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts