Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରଥଯାତ୍ରା ପ୍ରସ୍ତୁତି ବୈଠକ : ମୁତୟନ ହେବେ ୧୫୫ପ୍ଲାଟୁନ ପୋଲିସ ଫୋର୍ସ, ପୁନଃ କାର୍ଯ୍ୟକ୍ଷମ ହେବ ସିସିଟିଭି

6/06/2019 at 1:32 PM

ପୁରୀ ୬|୬: ପୁରୀ ରଥଯାତ୍ରା ନେଇ ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଛି । ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ବୈଠକ । ଚଳିତ ଥର ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥା ପାଇଁ ୧୫୫ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଦୁଇ କମ୍ପାନୀ ଆରପିଏଫ, ୩ କମ୍ପାନୀ ସୁଇଫ୍ଟ ଆକ୍ସନ ଫୋର୍ସ ମୁତୟନ ହେବେ । ସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ । ଫୋନିରେ ଅଚଳ ହୋଇଥିବା ସବୁ ସିସିଟିଭି ପୁନଃ କାର୍ଯ୍ୟକ୍ଷମ ହେବ ।

ବୈଠକରେ ଜିଜିପିଙ୍କ ସହ ପୋଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

   Related Posts