Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୫୭୮ କରୋନା ପଜିଟିଭ୍

31/07/2021 at 8:10 AM

ଭୁବନେଶ୍ୱର ୩୧।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୬୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୭୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୬ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦୯ ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୩୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts