Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ମର୍ମନ୍ତୁଦ ଦୁର୍ଘଟଣା : ଭ୍ୟାନ୍‌କୁ ଧକ୍କା ଦେଇ ଅଟୋ ଉପରେ ଓଲଟିପଡିଲା ଟ୍ରକ୍, ୧୬ମୃତ ୫ ଆହତ

27/08/2019 at 12:55 PM

ଶାହାଜାହାନପୁର ୨୭|୮: ଉତ୍ତରପ୍ରଦେଶ ଶାହାଜାହାନପୁରର ଜାତୀୟ ରାଜପଥ ୨୪ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଦୁଇଟି ଅଟୋ ଉପରେ ଓଲଟିପଡିଲା ଟ୍ରକ୍ । ଦୁର୍ଘଟଣା ଫଳରେ ୧୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି ।  ଦ୍ରୁତ ଗତିରେ ଥିବା ଟ୍ରକ୍ ଟି ପ୍ରଥମେ ଏକ ଭ୍ୟାନ୍ କୁ ଧକ୍କା ଦେବା ପରେ ଅଟୋ ଉପରେ ଓଲଟିପଡିଥିଲା । ମୃତକମାନେ ସମସ୍ତେ ଭ୍ୟାନ୍ ରେ ଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଭ୍ୟାନ୍ ଟି ବନ୍ଧ ତଳକୁ ଖସିପଡିଥିଲା ।  

ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବାବେଳେ ଜଣେ ମହିଳା ଥିବା ଜଣାପଡିଛି । ଆହତ ବ୍ୟକ୍ତିମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।  ଦୁର୍ଘଟଣା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ଜିଲ୍ଲା ପ୍ରଶାସନକୁ ଆହତଙ୍କ ଚିକିତ୍ସାରେ ସମସ୍ତ ସୁବିଧା ଯୋଗାଇଦେବାକୁ ଦାବି କରିଛନ୍ତି । ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

   Related Posts