Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

କଟକ ସହରରୁ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ, ୨ ଜଣ ସ୍ଥାନୀୟ ସଂକ୍ରମିତ

10/07/2020 at 2:08 PM

କଟକ, ୧୦।୦୭:  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ଆଉ ୭୫୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କଟକ ଜିଲ୍ଲାରୁ ୫୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସିଏମସି ଅଞ୍ଚଳରୁ ୧୬ଜଣ ରହିଛନ୍ତି ।

୧୬ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୩ଜଣ ସରକାରୀ କ୍ୱାରେଣ୍ଟାଇନରେ ରହିଥିବା ବେଳେ ଜଣେ ପେଡ୍ କ୍ୱାରେଣ୍ଟାଇନରେ ରହିଥିଲେ । ଏହାସହ ୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସ୍ଥାନୀୟ ସଂକ୍ରମିତହେଲେ ସିଡିଏ ସେକ୍ଟର ୧୧ର ଜଣେ କରୋନା ଯୋଦ୍ଧା ଓ ମଙ୍ଗଳବାଗର ଜଣେ ୩୦ ବର୍ଷୀୟା ମହିଳା ରହିଛନ୍ତି ।

ସୂଚନାଯୋଗ୍ୟ, ସିଏମସି ଅଞ୍ଚଳରେ ଏବେସୁଦ୍ଧା ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୨ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏବେବି ୧୯୫ଟି ସକ୍ରିୟ କେସ୍ ରହିଛି ।  ଏହାସହ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

   Related Posts