Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଠଗଡ଼ ଅବକାରୀ ବିଭାଗର ଚଢ଼ାଉ:୭୧୭୫ ଲିଟର ପୋଚ ନଷ୍ଟ, ୧୮୦ ଲିଟର ରନ୍ଧା ଦେଶୀ ମଦ ଜବତ

12/05/2020 at 4:51 PM

ଆଠଗଡ଼୧୨/୫: ଆଠଗଡ଼ ଅବକାରୀ ରେଞ୍ଜ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଜଙ୍ଗଲରେ ଚଢାଉ କରାଯାଇଥିଲା। କଟକ ଜିଲ୍ଲା ଓ ଆଠଗଡ଼ ଅବକାରୀ ବିଭାଗର ମିଳିତ ଚଢାଉରେ ୭୧୭୫ ଲିଟର ପୋଚ ନଷ୍ଟ କରାଯିବା ସହିତ ୧୮୦ ଲିଟର ରନ୍ଧା ଦେଶୀ ମଦ ଜବତ କରାଯାଇଛି।

ଦୁଇଟି ମଦଭାଟି ଭାଙ୍ଗି ନଷ୍ଟ କରାଯାଇଛି। ତେବେ ଡାଳୁଆର ଘଞ୍ଚ ଜଙ୍ଗଲରେ ହୋଇଥିବା ଏହି ଚଢାଉରେ କୌଣସି ବ୍ୟକ୍ତଙ୍କୁ ଗିରଫ କରାଯାଇନଥିବା ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

   Related Posts