Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ସୋମବାର ଗଞ୍ଜାମରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ, ୨୭ ଯୋଦ୍ଧା ସଂକ୍ରମିତ

6/07/2020 at 2:44 PM

ବ୍ରହ୍ମପୁର ୦୬।୦୭ : ଗଞ୍ଜାମ ଜିଲ୍ଲାରେ ଅଣାୟତ୍ତ କରୋନା । ଦିନକୁ ଦିନ ଜିଲ୍ଲାରେ କଭୋଡ଼-୧୯ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ଆଜି ଗଞାମ ଜିଲ୍ଲାରେ ପୁଣି ୧୬୬ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୮ ପହଞ୍ଚିଥିବା ବେଳେ ୨୦ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ଚିହ୍ନଟ ହୋଇଥିବା ୧୬୬ କୋଭିଡ-୧୯ ପଜିଟିଭ୍‌ଙ୍କ ମଧ୍ୟରୁ ୨୭ ଜଣ କୋରନା ଯୋଦ୍ଧା ଚିହ୍ନଟ । ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୪୮ପହଞ୍ଚିଛି । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୦୧୦ ଜଣ ଆକ୍ଟିଭ୍ କେସ ରହିଥିବା ବେଳେ ୧୩୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରୁ ୭ ଜଣ କରୋନା ଯୋଦ୍ଧା ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ବ୍ରହ୍ମପୁର ରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଟ୍ୱିଟ୍‌ ମାଧ୍ୟମରେ ଗଞାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି ।

   Related Posts