Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ରାଜ୍ୟରେ ସୁସ୍ଥ ହେଲେ ୧୬୭୩ ଜଣ କରୋନା ଆକ୍ରାନ୍ତ, ଗଞ୍ଜାମରେ ରହିଛି ସର୍ବାଧିକ

12/08/2020 at 9:59 PM

ଭୁବନେଶ୍ୱର ୧୨/୮: ରାଜ୍ୟରେ ଆଜି ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୬୪୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଗଂଜାମରୁ ୩୮୯, ଖୋର୍ଦ୍ଧା ରୁ ୧୭୭, ସୁନ୍ଦରଗଡ଼ରୁ ୧୬୩,  କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡ଼ ରୁ ୫୦, କେନ୍ଧୁଝରରୁ ୪୭, ରାୟଗଡ଼ାରୁ ୪୭, କନ୍ଧମାଳରୁ ୪୬, ନୟାଗଡ଼ରୁ ୩୫, ଯାଜପୁରରୁ ୩୪, ଗଜପତିିିରୁ ୩୩,  କେନ୍ଦ୍ରାପଡ଼ାରୁ ୩୧, ବାଲେଶ୍ୱରରୁ ୩୦, ମାଲକାନଗିରି ରୁ ୨୮, ଭଦ୍ରକରୁ ୨୬,  ମୟୁରଭଂଜରୁ ୨୫, ଢେଙ୍କାନାଳରୁ ୨୪, କଳାହାଣ୍ଡିରୁ ୨୧, ବଲାଙ୍ଗୀର ରୁ ୧୫, ସୋନପୁର ରୁ ୧୪, ନବରଙ୍ଗପୁର ରୁ ୧୧, ଜଗତସିଂହପୁର ରୁ ୮, ଝରସୁଗୁଡ଼ାରୁ ୬, ଅନୁଗୁଳରୁ ୪, ବୌଦ୍ଧରୁ ଓ ନୂଆପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

   Related Posts