Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ସଂକ୍ରମଣ ରୋକିବାକୁ ସଜାଗ ବଲାଙ୍ଗୀର ପ୍ରଶାସନ, ସଚେତନତା ସହ ଷ୍ଟେସନରେ ଯାଞ୍ଚ୍ ପ୍ରକ୍ରିୟା ଜୋରଦାର୍
  • ||
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

ଗଞ୍ଜାମ ଜିଲ୍ଲାରେ ୧୬୯ କରୋନା ଆକ୍ରାନ୍ତ ଚିହ୍ନଟ

2/09/2020 at 2:46 PM

ବ୍ରହ୍ମପୁର ୦୨।୦୯:  ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । କିନ୍ତୁ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କମିବାରେ ଲାଗିଛି । ସେହିପରି ଆଜି ଗଞାମ ଜିଲ୍ଲାରେ ୧୬୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଯାହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୩୮ ରେ ପହଞ୍ଚିଛି । ସେହିପରି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୯୪କୁ ବୃଦ୍ଧି ପାଇଛି ।

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ସୁସ୍ଥ ହାର ୯୦.୪୩ ପ୍ରତିଶତ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏଭଳି ସଂଗୀନ୍ ପରିସ୍ଥିତିରେ କରୋନା ମହାମାରୀକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।

   Related Posts